April 21, 2025

ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମ୍ୟାପିଂ ବ୍ୟବସ୍ଥାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନ୍ଲାଇନ ଜରିଆରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ରାଜ୍ୟସ୍ତରୀୟ ପ୍ରାଣୀସେବା ହେଲ୍ପ ଲାଇନ (State Animal Helpline) ସହିତ ଅନେକ ନୂଆ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ଜନସାଧାରଣଙ୍କୁ ନିବେଦନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବୁଲା ଓ ପରିତ୍ୟକ୍ତ ପ୍ରାଣୀମାନଙ୍କ ଆବଶ୍ୟକତା ପ୍ରତି ପ୍ରତ୍ୟେକ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia