April 22, 2025

ମଧୁବାବୁଙ୍କ ସ୍ମୃତିରେ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ପବିତ୍ର ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ମଧୁବାବୁଙ୍କ ଜନ୍ମସ୍ଥାନ ସତ୍ୟଭାମାପୁର ଠାରେ ‘ଉତ୍କଳ ଗୌରବ ମଧୁସୁଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର’ ( Museum & Interpretation Centre ) ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମଧୁ ବାବୁ ଥିଲେ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia