April 21, 2025

ମନ୍ତ୍ରୀ ପରିଷଦ ସହିତ ବୈଠକ କରିବେ ପ୍ରଧାନମନ୍ତ୍ରୀ ମୋଦୀ, 5 ରାଜ୍ୟ ନିର୍ବାଚନ ଉପରେ ହୋଇପାରେ ଆଲୋଚନା

ନୂଆଦିଲ୍ଲୀ : ଦେଶରେ କରୋନା ଭାଇରସ ପରିସ୍ଥିତି, ଓମିକ୍ରନ୍ ଭାରିଆଣ୍ଟ ମାମଲା ଏବଂ ପାଞ୍ଚଟି ରାଜ୍ୟରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ କରିବେ । ଏହି ବୈଠକରେ କେନ୍ଦ୍ର ସରକାରଙ୍କ ସମସ୍ତ ମନ୍ତ୍ରୀ ଅଂଶଗ୍ରହଣ କରିବେ ଏବଂ ପାଞ୍ଚଟି ରାଜ୍ୟରୁ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia