କଟକ: ମହାନଦୀ ଯୋବ୍ରା ବ୍ୟାରେଜ ନିକଟକୁ ଗାଧୋଇବାକୁ ଯାଇ ଗତକାଲି ୩ ନାବାଳକ ବୁଡ଼ି ଯାଇଥିଲେ। ସେମାନଙ୍କ ମଧ୍ୟରୁ ଗତକାଲି ଉଦ୍ଧାର ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଆଜି ଆଉ ଜଣେ ନାବାଳକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣଙ୍କ ହେଲେ ଆୟୁର ଖାନ । ଏବେ ବି ଆଉ ଜଣେ ନିଖୋଜ ଅଛନ୍ତି। {image-drowndeath-1649665737.jpg
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
2 major rivers heavily polluted: OSPCB study
Six students affected by diarrhoea in school
Body of missing 11-year-old boy found in neighbour’s septic tank