ମହାପ୍ରଭୁଙ୍କୁ ଜ୍ୱର: ଆଜି ଶ୍ରୀଅଙ୍ଗରେ ଲାଗିହେବ ଫୁଲୁରି ତେଲ

ପୁରୀ: ଆଜି ହେଉଛି ଆଷାଢ଼ କୃଷ୍ପ ପଞ୍ଚମୀ ତିଥି । ମହାପ୍ରଭୁଙ୍କୁ ଲାଗି ହେବ ଫୁଲୁରୀ ତେଲ । ଦେବ ସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରି ଅଣସର ଘରେ ଜ୍ୱରରେ ପୀଡ଼ିତ ଅଛନ୍ତି ଚତୁର୍ଦ୍ଧାମୂର୍ତ୍ତୀ । ଅଣସର ଗୃହରେ କ୍ଷୀଣ ଆଲୋକରେ ଦଇତାପତି ଓ ପତି ମହାପାତ୍ର ସେବକଙ୍କ ଦ୍ୱାରା ଗୁପ୍ତସେବା ଚାଲିଥିବାବେଳେ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia