April 25, 2025

ମହିଳା ସଶକ୍ତିକରଣ ପାଇଁ ବଜେଟରେ ମିଶନ ଶକ୍ତିକୁ ୨ ହଜାର କୋଟି

ଭୁବନେଶ୍ବର: ଆଜି ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ମୋଟ୍ ବଜେଟର ପରିମାଣ ୨ ଲକ୍ଷ କୋଟି ହୋଇଥିବା ବେଳେ ମିଶନ ଶକ୍ତି ପାଇଁ ୨ ହଜାର କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ଯେଉଁଠି ମିଶନ ଶକ୍ତି ଯୋଜନାରେ SHGଙ୍କୁ ଅର୍ଥ ସହାୟତା ପାଇଁ ୭୭୩ କୋଟି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia