ବାରିପଦା: ମହିଳାମାନଙ୍କୁ ଆତ୍ମନିର୍ଭର କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ବିଭିନ୍ନ ପଦକ୍ଷପ ଗ୍ରହଣ କରାଯାଉଛି । ମିଶନ ଶକ୍ତି ମାଧ୍ୟମରେ ଅନେକ ମହିଳା ରୋଜଗାରକ୍ଷମ ହୋଇପାରୁଛନ୍ତି । ରାଜ୍ୟ ସରକାରଙ୍କ ମିଶନ ଶକ୍ତି ମାଧ୍ୟରେ ମହିଳାଙ୍କୁ ତାଲିମ ଦେବା ସହିତ ବିଭିନ୍ନ କାର୍ଯ୍ୟରେ ନିୟୋଜିତ କରାଯାଉଛି । ଫଳରେ ଆଜି ରାଜ୍ୟର ଅନେକ ମହିଳା ସ୍ୱାବଲମ୍ବୀ ହୋଇପାରିଛନ୍ତି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Six students affected by diarrhoea in school
Body of missing 11-year-old boy found in neighbour’s septic tank
2 major rivers heavily polluted: OSPCB study