April 25, 2025

ମାଟିରେ ମିଶିବ ତ୍ରାହି ଅଚ୍ୟୁତ ଆଶ୍ରମ: ବେଆଇନ୍‌ ଭାବେ ନିର୍ମିତ ୯ଟି ପ୍ଲଟ ହେଉଛି ଉଚ୍ଛେଦ

ଭୁବନେଶ୍ୱର: ବିଡିଏ ଟାର୍ଗେଟରେ ତ୍ରାହି ଅଚ୍ୟୁତ ଆଶ୍ରମ ଅଞ୍ଚଳ । ତ୍ରାହି ଅଚ୍ୟୁତ ଆଶ୍ରମ ଅଞ୍ଚଳରେ ଥିବା କିଛି ଘର ଭାଙ୍ଗୁଛି ବିଡିଏ। ଭୁବନେଶ୍ୱର ଉପକଣ୍ଠ ଝିଣ୍ଟି ଶାସନ ଅଧିନ ତ୍ରାହି ଅଚ୍ୟୁତ ନଗର ମୌଜାରେ ଥିବା ୯ଟି ପ୍ଲଟ ଉଚ୍ଛେଦ ହେଉଛି। ବେଆଇନ୍‌ ଭାବେ ନିର୍ମିତ ଘର ଗୁଡିକ ଭଙ୍ଗା ଚାଲିଛି । ଏହି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia