April 24, 2025

ମାଲକାନଗିରିରେ ୪ ଓ ଗଞ୍ଜାମରେ ୨ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମାଲକାନଗିରିରେ ୪ଜଣ ଓ ଗଞ୍ଜାମ ଆର୍ଯ୍ୟପଲୀରେ ୨ ଜଣଙ୍କର ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୬ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ସୂଚନାଥାଉ କି, ଗତକାଲି ମାଲକାନଗିରି ଜିଲ୍ଲାରେ କାଳବୈଶାଖୀ ଯୋଗୁ ବ୍ୟାପକ କ୍ଷୟକ୍ଷତି ସହିତ ଦୁଇଟି

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia