April 30, 2025

ମା’ ସମଲେଶ୍ୱରୀଙ୍କ ପାଖରେ ପହଞ୍ଚିଲା ନୂଆଁଖାଇ ପାଇଁ ନୂଆ ଧାନ

ସମ୍ୱଲପୁର: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ । ଆସନ୍ତା ସେପ୍ଟେମ୍ବର ମାସ ୧ ତାରିଖ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ଗୁରୁବାର ଦିନ ମା’ ସମଲେଶ୍ଵରୀଙ୍କ ଠାରେ ନବାନ୍ନ ଲାଗି ହେବ । ନୂଆଁଖାଇ ପାଇଁ ଆଜି ମା’ଙ୍କ ପାଖରେ ପହଞ୍ଚିଲା ନୂଆଁଖାଇ ପାଇଁ ଧାନ । ଏହି ସରିଆ ଧାନ ସମ୍ବଲପୁର ଜିଲ୍ଲା ବଲବସପୁର ଗାଁରୁ ପ୍ରତିବର୍ଷ ପରି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia