April 20, 2025

ମିଳିତ ଜାତିସଂଘ ମହିଳା ଭାରତ ପ୍ରତିନିଧିଙ୍କ ଓଡିଶା ଗସ୍ତ: ସୁବ୍ରତ ବାଗ୍ଚିଙ୍କୁ ସାକ୍ଷାତ କଲେ

ଭୁବନେଶ୍ବର: ମିଳିତ ଜାତିସଂଘ ମହିଳା ଭାରତ ପ୍ରତିନିଧି ଶ୍ରୀମତୀ ସୁସାନ ଜେନ୍ ଫର୍ଗୁସନ୍ ତାଙ୍କର ପ୍ରଥମ ଓଡିଶା ଗସ୍ତରେ ଆସି ଓଡିଶା ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷ ଶ୍ରୀ ସୁବ୍ରତ ବାଗ୍ଚିଙ୍କ ସହ ସାକ୍ଷାତ ଆଲୋଚନା କରିଛନ୍ତିା ଏହି ଅବସରରେ ଶ୍ରୀ ବାଗ୍ଚି ରାଜ୍ୟ ସରକାର ମହିଳା ମାନଙ୍କ ପାଇଁ ଦକ୍ଷତା ବିକାଶ କ୍ଷେତ୍ରରେ ନେଇଥିବା ବିଭିନ୍ନ ପଦକ୍ଷେପ ବିଷୟରେ ପ୍ରତିନିଧି

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia