ମିଶନ ଶକ୍ତି ମା’ ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ସଂଧ୍ୟାରେ ନବୀନ ନିବାସଠାରେ ଯାଜପୁର, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ । ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମା ମାନେ ଜାତୀୟ ପତାକା ତିଆରି ଦାୟିତ୍ବ ନେଇ ଦକ୍ଷତାର

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia