April 30, 2025

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ । ଭୁବନେଶ୍ୱର ନାଇଜ ଠାରେ କ୍ୟାନସର ହସ୍ପିଟାଲ ନିର୍ମାଣ ହେବା ପାଇଁ ଯାଉଛି । ଗତକାଲି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ହସ୍ପିଟାଲ ନିର୍ମାଣର ସମୀକ୍ଷା କରିଥିଲେ । ୬୫୦ କୋଟି ଟଙ୍କା ବିନିଯୋଗରେ ଟାଟା ମେମୋରିଆଲ ସହଯୋଗରେ କ୍ୟାନ୍ସର ହସ୍ପିଟାଲ ନିର୍ମାଣ ହେବ । ଆସନ୍ତା ୩

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia