April 19, 2025

ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତକୁ ନେଇ ବିରୋଧୀଙ୍କ କଟାକ୍ଷ: ଦେଖନ୍ତୁ, କିଏ କଣ କହିଲେ ?

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଉଭୟ ବିଜେପି ଓ କଂଗ୍ରେସ । ଜାପାନରୁ କିଛି ନୂଆ ଶିଳ୍ପ ଆସୁଛି ନା ପୁରୁଣା ବହିରେ ନୂଆ ମଲାଟ ମଡ଼ାଇଛନ୍ତି ରାଜ୍ୟ ସରକାର । ସାମ୍ବାଦିକ ସମ୍ମିଳନୀ କରି ନବୀନଙ୍କ ଜାପାନ ଗସ୍ତକୁ କଡ଼ା ସମାଲୋଚନା କରିଛି ବିଜେପି । ବିଜେପି ମୁଖପାତ୍ର ସତ୍ୟବ୍ରତ ପଣ୍ଡା

Source: Politics News(ରାଜନୀତି ସମାଚାର): Rajneeti Samachar, Political News/Khabar in Odia – Oneindia Odia