April 20, 2025

ମୁଖ୍ୟମନ୍ତ୍ରୀଙ୍କ ନୂଆଖାଇ ଭେଟି: ଚାଷୀଙ୍କ ଖାତାକୁ ଗଲା 743 କୋଟି ଟଙ୍କା

ଭୁବନେଶ୍ବର: ଚାଷୀର ସମସ୍ୟାକୁ କେବେ ଅଣଦେଖା କରାଯାଇପାରିବ ନାହିଁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସାର ସଂପର୍କରେ ଦେଖା ଦେଇଥିବା ଅସୁବିଧାର ସମାଧାନ ପାଇଁ ସେ ନିଜେ କେନ୍ଦ୍ର ସରକାରଙ୍କ ସହ ଯୋଗାଯୋଗରେ ରହିଛନ୍ତି। ସରକାର ସବୁବେଳେ ଚାଷୀମାନଙ୍କ ସାଥିରେ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଚଳିତ ବର୍ଷ କମ୍‌ ବର୍ଷା ଉପରେ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia