April 24, 2025

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ୮ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ମିଳିବ ୧୧୧ କୋଟି ଟଙ୍କା

ଭୁବନେଶ୍ବର: କେନ୍ଦୁପତ୍ର ହିତାଧିକାରୀମାନଙ୍କ ପାଇଁ ସହାୟତା ଘୋଷଣା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ବିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି । ୨୦୨୨ ଫସଲ ବର୍ଷ ପାଇଁ ଏହି ସହାୟତା ମିଳିବ । ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୮୩ କୋଟି ଟଙ୍କାର ସହାୟତା ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ସିଧାସଳଖ ଜମା କରାଯାଇଛି ।

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia