April 21, 2025

ମୁଖ୍ୟମନ୍ତ୍ରୀଙ୍କ ‘ମୋ ସରକାର’ ସମୀକ୍ଷା: କହିଲେ, ଜନସାଧାରଣଙ୍କ ସନ୍ତୋଷ ନୁହେଁ, ଉତ୍ତମ ସେବା ଆମର ଲକ୍ଷ୍ୟ

ଭୁବନେଶ୍ବର: କେବଳ ଜନସାଧାରଣଙ୍କ ସନ୍ତୋଷ ନୁହେଁ, ନିରନ୍ତର ଉତ୍ତମ ସେବା ହେଉଛି ଆମର ଲକ୍ଷ୍ୟ । ତେଣୁ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ଆମ ସମସ୍ତଙ୍କୁ କ୍ରମାଗତ ଭାବରେ ପରିବତ୍ତନ କରିବାକୁ ହେବ । ଆଜି ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶାସନିକ ଅଧିକାରୀ ମାନଙ୍କୁ ଏହି

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia