April 20, 2025

ମୁଖ୍ୟମନ୍ତ୍ରୀ ପଦ ଛାଡ଼ିଲେ କ୍ୟାପ୍ଟେନ ଅମରିନ୍ଦର ସିଂହ, ରାଜ୍ୟପାଳଙ୍କୁ ଦେଲେ ଇସ୍ତଫା ପତ୍ର

ଚଣ୍ଡିଗଡ଼ : ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦ ଛାଡିଲେ କ୍ୟାପ୍ଟେନ ଅମରିନ୍ଦର ସିଂ । କଂଗ୍ରେସ ବିଧାୟକ ଦଳର ବୈଠକର କିଛି ସମୟ ପୂର୍ବରୁ ସେ ରାଜ୍ୟପାଳ ବନୱାରିଲାଲ ପୁରୋହିତଙ୍କୁ ଭେଟି ଇସ୍ତଫା ପତ୍ର ଦେଇଛନ୍ତି । ଅମରିନ୍ଦରଙ୍କ ସହ ତାଙ୍କ ମନ୍ତ୍ରୀମଣ୍ଡଳ ମଧ୍ୟ ରାଜ୍ୟପାଳଙ୍କୁ ଇସ୍ତଫା ପତ୍ର ଦେଇଛନ୍ତି । ଦ୍ୱିତୀୟ ଥର ପାଇଁ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia