ମୁଖ୍ୟ ଶାସନ ସଚିବଙ୍କର ଝାରସୁଗୁଡ଼ା ଗସ୍ତ

ଭୁବନେଶ୍ୱର: ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଝାରସୁଗୁଡ଼ା ଗସ୍ତ କରି ସେଠାରେ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପଗୁଡିକର କ୍ଷେତ୍ରସ୍ତରୀୟ କାର୍ଯ୍ୟ ଅଗ୍ରଗତି ସମୀକ୍ଷା କରିଛନ୍ତି। ଚଳିତ ବର୍ଷ ଡ଼ିସେମ୍ବର ଶେଷସୁଦ୍ଧା ଜିଲ୍ଲାର 50 ପ୍ରତିଶତ ପରିବାରଙ୍କୁ ପାଇପ୍ ଜଳ ଯୋଗାଣ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଠାରେ ଆସନ୍ତା 6 ମାସ ମଧ୍ୟରେ ହୃଦରୋଗ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia