April 21, 2025

ମୁଖ୍ୟ ଶାସନ ସଚିବଙ୍କର ଯାଜପୁର ଜିଲ୍ଲା ଗସ୍ତ, ଉନ୍ନୟନମୂଳକ ପ୍ରକଳ୍ପର ସମୀକ୍ଷା

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଯାଜପୁର ଜିଲ୍ଲାଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଗୁଡ଼ିକର କ୍ଷେତ୍ରସ୍ତରୀୟ ଅଗ୍ରଗତି ନିରୀକ୍ଷଣକରିବା ସହ ପ୍ରକଳ୍ପଗୁଡ଼ିକର ବିଭିନ୍ନ ପର୍ଯ୍ୟାୟ କାମ ଏବଂ ପୂର୍ଣ୍ଣାଙ୍ଗ ନିମନ୍ତେ ସମୟ ସୀମା ନିର୍ଦ୍ଧାରଣ କରିଛନ୍ତି।  ଜିଲ୍ଲାରେ ପହଞ୍ଚିବା ପରେ ପରେ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ଜିଲ୍ଲାପାଳ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia