ଭୁବନେଶ୍ୱର: ମୁଣ୍ଡଳୀ ହାତୀ ମୃତ୍ୟୁ ଘଟଣାର ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଛି । ରିପୋର୍ଟରେ ଦର୍ଶାଯାଇଛି, ମାନସିକ ଆଘାତ କାରଣରୁ ହାତୀର ମୃତ୍ୟୁ ହୋଇଛି । ମୃତ୍ୟୁର ୩ ଦିନ ଅର୍ଥାତ ୭୨ ଘଣ୍ଟା ପୂର୍ବରୁ ହାତୀର ମୃତ୍ୟ ହୋଇଥିବା ରିପୋର୍ଟରେ କୁହାଯାଇଛି । ସାଲେପୁର ବ୍ଲକ ପଶୁସମ୍ପଦ ଅଧିକାରୀ ବନବିଭାଗକୁ ଏହି ରିପୋର୍ଟ ଦେଇଛନ୍ତି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Sudarsan Pattnaik honoured by CM
4 held for burglary
Govt nod to 2nd industrial security force battalion