April 24, 2025

ମୁମ୍ବାଇରେ ଓଡିଶା ଭବନ ସମ୍ପ୍ରସାରଣ କାର୍ଯ୍ୟର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୁମ୍ବାଇସ୍ଥିତ ଓଡିଶା ଭବନର ସଂପ୍ରସାରଣ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ।ଉଲ୍ଲେଖଯୋଗ୍ୟ ଯେ ବିଭିନ୍ନ କାର୍ଯ୍ୟରେ ମୁମ୍ବାଇ ଆସୁଥିବା ସରକାରୀ ଅଧିକାରୀ ଓ ଜନସାଧାରଣଙ୍କୁ ମୁମ୍ବାଇ ଭଳି ମେଟ୍ରୋ ସହରରେ ସୁଲଭ ମୂଲ୍ୟରେ ରହଣି ଯୋଗାଇ ଦେବା ଉଦ୍ଦେଶ୍ୟରେ ଓଡିଶା ଭବନ, ମୁମ୍ବାଇ କାର୍ଯ୍ୟ କରୁଅଛି । {image-odishabhawan-1666196353.jpeg

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia