April 21, 2025

ମେଘାଳୟ କଂଗ୍ରେସ ଛାଡ଼ି ଟିଏମସିରେ ସାମିଲ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସମେତ 12 ବିଧାୟକ

ଶିଲଙ୍ଗ : ଉତ୍ତର-ପୂର୍ବ ରାଜ୍ୟ ମେଘାଳୟରେ କଂଗ୍ରେସକୁ ଏକ ବଡ଼ ଝଟକା ଲାଗିଛି । ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ମୁକୁଲ ସାଙ୍ଗମାଙ୍କ ସମେତ 12 ଜଣ ବିଧାୟକ ଟିଏମସିରେ ଯୋଗ ଦେଇଛନ୍ତି । ବୁଧବାର ବିଳମ୍ବିତ ସନ୍ଧ୍ୟାରେ ଏହି ସୂଚନା ସାମ୍ନାକୁ ଆସିଛି । ମୁକୁଲ ସାଙ୍ଗମାଙ୍କ ସମେତ ଏହି 12

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia