April 21, 2025

‘ମୋ ସରକାର’ର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଅଧିକରୁ ଅଧିକ ଲୋକଙ୍କ ପାଖରେ ପହଞ୍ଚିବାକୁ ଦେଲେ ପରାମର୍ଶ

ଭୁବନେଶ୍ୱର: ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାକୁ ମୋ ସରକାର ଏକ ନୂଆ ମଡେଲ ଦେଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଆଜି ମୋ ସରକାର ଉପକ୍ରମ ସଂପର୍କରେ ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି । ବୈଠକରେ ସମସ୍ତ ବିଭାଗ ଏହି କାର୍ଯ୍ୟକ୍ରମରେ ଅଧିକରୁ ଅଧିକ ଲୋକଙ୍କୁ ସାମିଲ କରିବାକୁ ପରାମର୍ଶ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia