ମୟୂରଭଞ୍ଜ: ମୟୂରଭଞ୍ଜରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ଼ ବଣ୍ଟନ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଯାଇ ହିତାଧିକାରୀଙ୍କୁ BSKY ସ୍ମାର୍ଟ କାର୍ଡ ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ । ଏହାପରେ ମୁଖ୍ୟମନ୍ତ୍ରୀ ଡିଜିଟାଲ ମାଧ୍ୟମରେ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ।
Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia
More Stories
ଭୁବନେଶ୍ବରରେ ପ୍ରତିଷ୍ଠା ହେବ ୩ ନୂଆ ଅଗ୍ନିଶମ ସେବା କେନ୍ଦ୍ର, ଜାଣନ୍ତୁ, କେଉଁଠି କେଉଁଠି ?
ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ସ୍କୁଲ ଷ୍ଟାଇପେଣ୍ଡ ବୃଦ୍ଧି କଲେ ସରକାର
ଆମ ହସ୍ପିଟାଲ ପ୍ରକଳ୍ପ ପୂର୍ଣ୍ଣାଙ୍ଗ ପାଇଁ ସମୟ ସାରଣୀ ନିର୍ଦ୍ଧାରଣ ; ଜିଲ୍ଲା କମିଟିକୁ ଆବଶ୍ୟକୀୟ ପାଣ୍ଠି ପ୍ରଦାନ