April 28, 2025

ରଥ ଉପରେ ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ପୁରୀ: ତିନି ରଥରେ ବସି ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ମାଉସୀ ମା ଘରେ ପୋଡ଼ ପିଠା ଖାଇ ଫେରିବା ପରେ ଆଜି ମହଣ ମହଣ ସୁନାରେ ସୁସଜ୍ଜିତ ହୋଇ ବଡ଼ଦାଣ୍ଡରେ ତିନି ରଥିରେ ତିନି ଠାକୁର ସୁନା ବେଶରେ ଦର୍ଶନ ଦେଉଛନ୍ତି । ଭଗବାନଙ୍କର ଏହି ଦିବ୍ୟ ବେଶ ପାଇଁ ଶ୍ରୀମନ୍ଦିର ପ୍ରଶାସନ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia