April 29, 2025

ରାଜ୍ୟରେ ଆଉ ୧୦୩୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧,୦୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୬୦୩ ଓ ସ୍ଥାନୀୟ ସଂକ୍ରମିତ ୪୨୭ ରହିଥିବା ସୂଚନା ଦିଆଯାଇଛି । ଜନ୍ମରୁ ୧୮ ବର୍ଷର ମଧ୍ୟରେ ୧୭୯ ଆକ୍ରାନ୍ତ ରହିଥିବା ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia