ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୫୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୫୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୨୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
ରାଜ୍ୟରେ ଆଉ ୬୦୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

More Stories
Woman’s decomposed body recovered in Ganjam
Two labourers die in Dhenkanal steel plant mishap
Two vendors jailed for illicit liquor trade