April 30, 2025

ରାଜ୍ୟରେ ଆଜି ୨୦୭ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୧ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୭ ଜଣ ସଂକ୍ରମିତ ରହିଛନ୍ତି । ଆଜି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia