ରାଜ୍ୟରେ ଆରମ୍ଭ ହେଲା ସ୍ପେଶାଲ ଡ୍ରାଇଭ୍: ଟ୍ରାଫିକ୍ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ ନିଆଯିବ ଆକ୍ସନ

ଭୁବନେଶ୍ୱର: ଟ୍ରାଫିକ ନିୟମ ଉଲଂଘନକାରୀଙ୍କ ବିରୋଧରେ ସ୍ପେଶାଲ୍ ଡ୍ରାଇଭ୍ । ସୁପ୍ରିମକୋର୍ଟଙ୍କ ସଡ଼କ ସୁରକ୍ଷା କମିଟିର ନିର୍ଦ୍ଦେଶକ୍ରମେ ରାଜ୍ୟରେ ଆରମ୍ଭ ହେଲା ସ୍ପେଶାଲ୍ଡ୍ରା ଇଭ୍ । ଆଜିଠାରୁ କଡାକଡି ହେଲା ଯାନବାହନ ଚେକିଂ । କୌଣସି ପ୍ରକାର ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ଦେବାକୁ ପଡିବ ଫାଇନ୍ । ଆଜିଠୁ ଚଳିତ ମାସ ୨୧ ତାରିଖ ପର୍ଯ୍ୟନ୍ତ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia