ରାଜ୍ୟରେ ଏଣିକି ମନ୍ଦିର ଦର୍ଶନ ପାଇଁ ହେବ ଅନଲାଇନ୍ ବୁକିଂ

ଭୁବନେଶ୍ୱର: ଏଣିକି ରାଜ୍ୟର ପ୍ରସିଦ୍ଧ ମନ୍ଦିର ଗୁଡିକ ପାଇଁ ଅନଲାଇନରେ ହୋଇପାରିବ ଟିକେଟ । ଏକ ସ୍ୱତନ୍ତ୍ର ପୋର୍ଟାଲ ଆଣିବେ ସରକାର । ଦର୍ଶନ, ପୂଜା ଓ ପ୍ରସାଦ ସେବନ ପାଇଁ ଏହି ପୋର୍ଟଲ ଜରିଆରେ ଟିକେଟ କରିପାରିବେ ଦେଶବିଦେଶର ଭକ୍ତ । ଏନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia