April 29, 2025

ରାଜ୍ୟରେ କମିଲା ଦୈନିକ ସଂକ୍ରମଣ: ଫେରିଲା କରୋନା ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ ଚାରି ଦିନ ହେଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି । ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ କମିଛି। ଏହା ୫ ଶହ ତଳକୁ ରହିଛି । ଗତକାଲି ୬୫୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia