ରାଜ୍ୟରେ କାୟା ମେଲାଉଛି କରୋନା ,ଗତ ୨୪ଘଣ୍ଟା ମଧ୍ୟରେ ୧୦୬୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ୧୦୦୦ ଟପିଲାଣି । ଗତ ୨୪ଘଣ୍ଟା ମଧ୍ୟରେ ୧୦୬୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ୧୨୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ପିଜିଟିଭ୍ ଚିହ୍ନଟ । ଆଜି ରାଜ୍ୟର ୨୮ଟି ଜିଲ୍ଲାରୁ ୧୦୬୫ ଜଣେ କରୋନା ପଜେଟିଭି ଚିହ୍ନଟ ହୋଇଥିବା ବେଳେ ଅନ୍ୟ ଦୁଇଟି ଜିଲ୍ଲାରେସଂକ୍ରମଣ ସୂଚନା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia