ରାଜ୍ୟରେ ଚିନ୍ତା ବଢ଼ାଉଛି କରୋନା ।ଦିନକୁ ଦିନ ବଢିବାରେ ଲାଗିଛି ପଜିଟିଭ୍ ସଂଖ୍ୟା । ୨୪ ଘଣ୍ଟାରେ ୭୪୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୮ ବର୍ଷ ବୟସର ୮୭ ଜଣ ନୂଆ ସଂକ୍ରମିତ ଚିହ୍ନଟ । ଖୋର୍ଦ୍ଧାରୁ ସର୍ବାଧିକ ୩୦୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସଙ୍ଗରୋଧ କେନ୍ଦ୍ରରୁ ୪୩୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
NGT asks OSPCB to recover Rs 1.20cr green compensation from firm for illegal morrum extraction
Elephants seek relief from heat in Keonjhar river
Plea to Koraput collector on land rights for tribals