ଭୁବନେଶ୍ୱର: ରାଜ୍ୟରେ ହ୍ରାସ ପାଉଛି କରୋନା ସଂକ୍ରମଣ । ରାଜ୍ୟରେ ୨୪ଘଣ୍ଟାରେ ୧୭୧୨ ପଜିଟିଭ ଚିହ୍ନଟ । ୩୨୩ ଜଣ ୧୮ବର୍ଷରୁ କମ୍ ବୟସ ବର୍ଗର ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୯୯୭, ସ୍ଥାନୀୟ ଅଞ୍ଚଳରୁ ୭୧୫ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୦ରୁ ୧୮ ବର୍ଷ ମଧ୍ୟରେ ୩୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Six students affected by diarrhoea in school
2 major rivers heavily polluted: OSPCB study
Body of missing 11-year-old boy found in neighbour’s septic tank