ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୬୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୩ ଜଣ ରହିଛନ୍ତି । {image-coronabg1-1643348507.jpg
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Bengaluru, Mumbai City eye Super Cup quarters
28 missing children reunited with families in Ganjam
Girls outperform boys in BU Plus III final year exams