April 20, 2025

ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ଆରମ୍ଭ ହେଲାଣି ସଜବାଜ

ଭୁବନେଶ୍ୱର: ଆଗାମୀ ଦିନରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ଯ ପ୍ରସାଦ ପାଢୀ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି। ୱାର୍ଡ ପରିସୀମା ନିର୍ଦ୍ଧାରଣ ଓ ପଦ ସଂରକ୍ଷଣ କାର୍ଯ୍ଯ ସମାପ୍ତ କରି ତାହାର ତାଲିକା ଆସନ୍ତା ୨୬ ତାରିଖ ସୁଦ୍ଧା ରାଜ୍ୟ ନିର୍ବାଚନ କମିଶନଙ୍କ ନିକଟକୁ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia