April 25, 2025

ରାଜ୍ୟରେ ପୁଣି ବଢିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା , ୨୪ ଘଣ୍ଟାରେ ୬୫୩ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ପୁଣି ରାଜ୍ୟରେ ବଢିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତକାଲି ରାଜ୍ୟରେ କରୋନା ସଂକ୍ରମଣ ୫ ଶହ ତଳେ ଥିବା ବେଳେ ଆଜି ୬୫୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୮୪ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୬୯ ଜଣ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି ।ଏଥିମଧ୍ୟରେ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia