April 29, 2025

ରାଜ୍ୟରେ ପ୍ରତିଷ୍ଠା ହେବ ୧୨ଟି ନୂଆ ଇସ୍ପାତ କାରଖାନା

ଭୁବନେଶ୍ବର: ରାଜ୍ୟରେ ପ୍ରତିଷ୍ଠା ହେବ ୧୨ ଟି ନୂଆ ଇସ୍ପାତ କାରଖାନା । ଏହି ନୂଆ ଇସ୍ପାତ କାରଖାନା ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରେ ସର୍ବାଧିକ ୩ଟି କାରଖାନା ପ୍ରତିଷ୍ଠା ହେବ । ସେହିପରି ଯାଜପୁର ଜିଲ୍ଲାରେ ୨ଟି, ଅନୁଗୁଳ, କେନ୍ଦ୍ରାପଡା, ଝାରସୁଗୁଡା, ଢେଙ୍କାନାଳ, କେନ୍ଦୁଝର, ଜଗତସିଂହପୁର ଓ ଅନୁଗୁଳ ଜିଲ୍ଲାରେ ଗୋଟିଏ ଲେଖାଏଁ ଇସ୍ପାତ କାରଖାନା ପ୍ରତିଷ୍ଠା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia