April 21, 2025

ରାଜ୍ୟରେ ୨୪୬ ଜଣ ବିଦେଶ ଫେରନ୍ତା କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ନଭେମ୍ବର ୨୪ ପରେ ପ୍ରଭାବିତ ଦେଶରୁ ରାଜ୍ୟକୁ ଫେରିଥିବା ୨୪୬ ଜଣ ଆଜି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସମସ୍ତ ନମୁନା ଜେନମ ସିକ୍ବେନ୍ସିଂ ଲାଗି ଆଇଏଲଏସକୁ ପଠାଯାଇଛି । ଏନେଇ ଆଇଏଲଏସ ନିର୍ଦେଶକ ଡକ୍ଟର ଅଜୟ ପରିଡ଼ା ସୂଚନା ଦେଇଛନ୍ତି । ଏହାପୂର୍ବରୁ ନଭେମ୍ବର ମାସରେ ରାଜ୍ୟକୁ ଆସିଥିବା ୧୪୧ ପଜିଟିଭ ନମୁନାର ଜିନମ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia