April 20, 2025

ରାଜ୍ୟରେ ୨୪ ଘଣ୍ଟାରେ ୪୧୨ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ରାଜ୍ୟରେ ୪୧୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୭ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୭୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬୩ ଜଣ ପଜିଟିଭ ରହିଛନ୍ତି ।

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia