ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮ ଜଣ ରହିଛନ୍ତି । {image-xaa1-1625658298-jpg-pagespeed-ic-wzxcsmzchn-1625977601-1626582635-1626931126.jpg
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Bengaluru, Mumbai City eye Super Cup quarters
28 missing children reunited with families in Ganjam
Girls outperform boys in BU Plus III final year exams