April 28, 2025

ରାଜ୍ୟରେ ୫୦୦ ଡେଇଁଲା ଦୈନିକ କରୋନା ସଂକ୍ରମଣ, ଖୋର୍ଦ୍ଧାରୁ ସର୍ବାଧିକ ୨୦୪

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି କରୋନା ସଂକ୍ରମଣ । ଦିନକରେ ୨୭ ଜିଲ୍ଲା ଓ ଷ୍ଟେଟପୁଲରୁ ୫୭୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୦ରୁ ୧୮ ବର୍ଷ ବୟସର ୬୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୩୩୭ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨୩୯ ଜଣ ଲେକାଲ୍ କେସ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia