April 20, 2025

ରାଜ୍ୟରେ ୫୬ ହଜାର ୮୯୦ ହେକ୍ଟର ଆୟାକଟ ଅଂଚଳକୁ ଅତିରିକ୍ତ ଜଳସେଚନ ସୁବିଧା ମିଳିବ

ଭୁବନେଶ୍ବର: ବିଜୁ କୃଷକ ବିକାଶ ଯୋଜନାରେ ବିଭିନ୍ନ ପ୍ରକାର ଉଠାଜଳସେଚନ ପ୍ରକଳ୍ପ ନିର୍ମାଣ ପାଇଁ ରାଜ୍ୟସ୍ତରୀୟ ଚୟନ କମିଟିର ୨୨ ତମ ବୈଠକ ଆଜି ଜଳସଂପଦ ବିଭାଗ ସମ୍ମିଳନୀ କକ୍ଷରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ୨୯୧୧ଟି ଗୋଟି ଉଠାଜଳସେଚନ ପ୍ରକଳ୍ପ (କ୍ଲିପ) ନିର୍ମାଣ ପାଇଁ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia