April 21, 2025

ରାଜ୍ୟର ବିଭିନ୍ନ ନିଗମ ଓ ବୋର୍ଡ ପାଇଁ ଅଧ୍ୟକ୍ଷ/ ପରାମର୍ଶଦାତା ନିଯୁକ୍ତ, ଜାଣନ୍ତୁ କାହାକୁ ମିଳିଲା କେଉଁ ପଦ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ବିଭାଗ ପାଇଁ ଦାୟୀତ୍ୱ ବାଣ୍ଟିଛନ୍ତି । ଏହି କ୍ରମରେ ପ୍ରଶନ୍ନ ପାଟ୍ଟଶାଣୀଙ୍କୁ ରାଜ୍ୟ ପ୍ଲାନିଂ ବୋର୍ଡର ମେମ୍ବର ଭାବେ ନିଯୁକ୍ତି ମିଳିଥିବା ବେଳେ ମିନତି ବେହେରାଙ୍କୁ ରାଜ୍ୟ ମହିଳା କମିଶନର ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି ।କଳିକେଶ ସିଂଦେଓଙ୍କୁ ହାଉସିଂ ବୋର୍ଡ ଅଧ୍ୟକ୍ଷ ଦାୟିତ୍ବ ମିଳିଛି । ପ୍ରଭାତ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia