April 22, 2025

ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା: ଆସନ୍ତା ୧୪ ଯାଏଁ କୁଆପଥର ସହ ଆହୁରି ବର୍ଷିବ

ଭୁବନେଶ୍ୱର: ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ୧୪ ଯାଏଁ ଓଡ଼ିଶାରେ ବର୍ଷା ବଢ଼ିପାରେ। ଏନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭଗ। ଏହି ୧୧ ଜିଲ୍ଲା ମଧ୍ୟରେ ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼,

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia