April 21, 2025

ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ଆରଏଲଡି ମୁଖ୍ୟ ଜୟନ୍ତ ଚୌଧୁରୀ

ଲକ୍ଷ୍ନୌ : ଆରଏଲଡି ମୁଖ୍ୟ ଜୟନ୍ତ ଚୌଧୁରୀ ସୋମବାର ରାଜ୍ୟସଭା ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି । ନାମାଙ୍କନ ପତ୍ର ଦାଖଲ ସମୟରେ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବଙ୍କ ସମେତ ଅନେକ ନେତା ଉପସ୍ଥିତ ଥିଲେ । ସୋମବାର ସକାଳେ ଜୟନ୍ତ ଚୌଧୁରୀ ରାଜଧାନୀ ଲକ୍ଷ୍ନୌରେ ପହଞ୍ଚିଥିଲେ । ସେ ବିମାନବନ୍ଦରରୁ ସିଧାସଳଖ ସମାଜବାଦୀ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia