April 22, 2025

ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଲେ ସୁବାସ ସିଂ

ଭୁବନେଶ୍ୱର: ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଲେ କଟକ ନବନିର୍ବାଚିତ ମେୟର ସୁବାସ ସିଂ । କଟକ ମେୟର ନିର୍ବାଚିତ ପରେ ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି ସୁବାସ ସିଂ । ସୁବାସ ସିଂ କହିଛନ୍ତି ଯେ, ମୁଁ ଗୋଟିଏ ପଦବୀରେ ରହି କାମ କରିବି । କଟକର ମେୟର ଭାବରେ ରହି କାମ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia