April 20, 2025

ରାଜ୍ୟସ୍ତରୀୟ ଜାତୀୟ ସେବା ଯୋଜନା ପ୍ରତିଷ୍ଠା ଦିବସ ସମାରୋହ

ଭୁବନେଶ୍ୱର: ଆଜି ଜାତୀୟ ସେବା ଯୋଜନା ବା ଏନଏସଏସର ରାଜ୍ୟସ୍ତରୀୟ ସମାରୋହ ଅନୁଷ୍ଠିତ ହୋଇଛି। ସ୍ଵେଚ୍ଛାସେବୀମାନେ ମୂଲ୍ୟବୋଧର ବାହକ ହୋଇ ସମାଜରେ ପରିବର୍ତ୍ତନ ଆଣିବା ଉଚିତ ବୋଲି ସମାରୋହରେ ଯୋଗ ଦେଇଥିବା ଅତିଥିମାନେ ମତବ୍ୟକ୍ତ କରିଛନ୍ତି। କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟସ୍ଥିତ ଡକଫର ଏମ୍.ଏସ୍. ସ୍ୱାମୀନାଥନ୍ କନ୍ଫରେନ୍ସ ହଲରେ ଆୟୋଜିତ ଏହି ଉତ୍ସବରେ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ଶାସନ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia