ଭୁବନେଶ୍ୱର: ନିର୍ବାଚନ ଆଚରଣବିଧି ଉଲ୍ଲଂଘନ ଏବଂ କୋଭିଡ୍ ମାର୍ଗଦର୍ଶିକା ଅମାନ୍ୟ ନେଇ ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଏହି କ୍ରମରେ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସାଲେପୁର ଏସଡିପିଓ ପ୍ରଶାନ୍ତ ମାଝୀଙ୍କୁ ନିଲମ୍ବନ ପାଇଁ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଥି ସହିତ ଏ ସଂପର୍କରେ ଗୃହ ବିଭାଗକୁ ମଧ୍ୟ ଅବଗତ କରାଯାଇଛି । {image-electioncommission-1642519233.jpg
Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia
More Stories
ଭୁବନେଶ୍ବରରେ ପ୍ରତିଷ୍ଠା ହେବ ୩ ନୂଆ ଅଗ୍ନିଶମ ସେବା କେନ୍ଦ୍ର, ଜାଣନ୍ତୁ, କେଉଁଠି କେଉଁଠି ?
ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ସ୍କୁଲ ଷ୍ଟାଇପେଣ୍ଡ ବୃଦ୍ଧି କଲେ ସରକାର
ଆମ ହସ୍ପିଟାଲ ପ୍ରକଳ୍ପ ପୂର୍ଣ୍ଣାଙ୍ଗ ପାଇଁ ସମୟ ସାରଣୀ ନିର୍ଦ୍ଧାରଣ ; ଜିଲ୍ଲା କମିଟିକୁ ଆବଶ୍ୟକୀୟ ପାଣ୍ଠି ପ୍ରଦାନ